• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Thursday 29 Feb 2024

ମୂଳା - ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମ କର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ ।

ପୂ,ଷାଢା - ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉଥାନ,ପତନରେ ଗତି କରିବେ । 

ଉ,ଷାଢା - ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ନୂଆ ଆସବାବ କ୍ରୟ କରିବେ ।

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :