• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Capricorn

ମକର

Thursday 29 Feb 2024

ଉ,ଷାଢା - ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ମହିଳା ମିତ୍ରଙ୍କ ସାହାଯ୍ୟ ମିଳିବ ।
ଶ୍ରବଣା - ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଧନିଷ୍ଠା - ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ ।
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :