ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ, ରବିବାର। ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବୃଷ ତିଥି – ୮ମୀ ଦିବା ୦୯.୦୫ ଗତେ ୯ମୀ ଘାତ ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବିଛା , ମେଷ ଘାତ ବାର- ସିଂହ , ଧନୁ ଓ କୁମ୍ଭ ଦିବା ୦୯.୦୫ ପୁଷ୍କର ଦୋଷ – ୧ ପାଦ-କୃଷିହାନି- ଭୂମିଦାନ ଦିବା ୦୮.୨୧ ଗତେ ୨ ପାଦ।
ଧନିଷ୍ଠା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିବ ।
ଶତଭିଷା- ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କୌଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ ।
ପୂ, ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳାମାନେ କଠିନ ପରିଶ୍ରମ କରିବେ
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮