ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ, ରବିବାର। ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବୃଷ ତିଥି – ୮ମୀ ଦିବା ୦୯.୦୫ ଗତେ ୯ମୀ ଘାତ ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବିଛା , ମେଷ ଘାତ ବାର- ସିଂହ , ଧନୁ ଓ କୁମ୍ଭ ଦିବା ୦୯.୦୫ ପୁଷ୍କର ଦୋଷ – ୧ ପାଦ-କୃଷିହାନି- ଭୂମିଦାନ ଦିବା ୦୮.୨୧ ଗତେ ୨ ପାଦ।
ମୃଗଶିରା- କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପୀଡା ଭୋଗ କରିପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।
ଆଦ୍ରା- ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।
ପୁନର୍ବସୁ- ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳାମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ ।ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫