ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ, ରବିବାର। ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବୃଷ ତିଥି – ୮ମୀ ଦିବା ୦୯.୦୫ ଗତେ ୯ମୀ ଘାତ ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବିଛା , ମେଷ ଘାତ ବାର- ସିଂହ , ଧନୁ ଓ କୁମ୍ଭ ଦିବା ୦୯.୦୫ ପୁଷ୍କର ଦୋଷ – ୧ ପାଦ-କୃଷିହାନି- ଭୂମିଦାନ ଦିବା ୦୮.୨୧ ଗତେ ୨ ପାଦ।
ପୁନର୍ବସୁ- ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ ।
ପୁଷ୍ୟା- ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତ୍ରୁ ବୃଦ୍ଧି ଦେଖାଦେବ ।
ଅଶ୍ଳେଷା- ଇଂଜିନିୟରଙ୍କୁ ବଡ କଂପାନୀରେ ପ୍ରସ୍ତାବ ମିଳିପାରେ । କୌଣସି ଜରୁରୀ ଯୋଜନା ସଫଳ ହେବ । କ୍ରୋଧକୁ ଆୟତ୍ତରେ ରଖନ୍ତୁ । ମହିଳାମାନଙ୍କର କାମରେ ଉତ୍ସାହ ବଢିବ । ଆପଣଙ୍କ ମସ୍ତିଷ୍କରେ ନୂଆ ନୂଆ ଚିନ୍ତାରେ ରହିବ ।
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨