ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ, ରବିବାର। ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବୃଷ ତିଥି – ୮ମୀ ଦିବା ୦୯.୦୫ ଗତେ ୯ମୀ ଘାତ ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବିଛା , ମେଷ ଘାତ ବାର- ସିଂହ , ଧନୁ ଓ କୁମ୍ଭ ଦିବା ୦୯.୦୫ ପୁଷ୍କର ଦୋଷ – ୧ ପାଦ-କୃଷିହାନି- ଭୂମିଦାନ ଦିବା ୦୮.୨୧ ଗତେ ୨ ପାଦ।
ଉ- ଫାଲ୍ଗୁନୀ- ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ ।
ହସ୍ତା- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ
ଚିତ୍ରା- ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି । ମହିଳାମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲ୍ ଯଥେଷ୍ଟ ଲାଭ ମିଳିବ ।
ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫