ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ, ରବିବାର। ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବୃଷ ତିଥି – ୮ମୀ ଦିବା ୦୯.୦୫ ଗତେ ୯ମୀ ଘାତ ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବିଛା , ମେଷ ଘାତ ବାର- ସିଂହ , ଧନୁ ଓ କୁମ୍ଭ ଦିବା ୦୯.୦୫ ପୁଷ୍କର ଦୋଷ – ୧ ପାଦ-କୃଷିହାନି- ଭୂମିଦାନ ଦିବା ୦୮.୨୧ ଗତେ ୨ ପାଦ।
ମୂଳା- ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼ କରିବେ
ପୂ, ଷାଢା- ଭାଇଭଉଣୀ ମିଶି ସୁସ୍ୱାଦ ଭୋଜନର ଆନନ୍ଦ ନେବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ରଛାତ୍ରୀମାନେ ଅଧିକ ସମୟ ଖେଳରେ କଟାଇବେ ।
ଉ, ଷାଢା- କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମହିଳାମାନେ ଆଭୁଷଣ ପ୍ରିୟ ହେବେ । ମନ ମୁତାବକ ଭୁମି ଚୟନ କରି ତାକୁ କ୍ରୟ କରିବେ
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩