• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th January 2024: ଏହି ରାଶିର ବ୍ୟକ୍ତିମାନଙ୍କର ପୁରାତନ ରୋଗର ପୀଡା ବୃଦ୍ଧି ପାଇବ..

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୯ ତାରିଖ ସୋମବାର । ଚନ୍ଦ୍ର- ସିଂହ ରାତ୍ରି ୦୧.୪୪ ଗତେ କନ୍ୟା । ତିଥି- ୪ର୍ଥୀ ଅହୋରାତ୍ର । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର,ରାତ୍ରି ୦୧.୪୪ ଗତେ ବୃଷ ରାଶିର ।

Taurus

ବୃଷ

Monday 29 Jan 2024

କୃତିକା - ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ ।
ରୋହିଣୀ- ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ମୃଗଶିରା - କୋର୍ଟ କଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :