• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th January 2024: ଏହି ରାଶିର ବ୍ୟକ୍ତିମାନଙ୍କର ପୁରାତନ ରୋଗର ପୀଡା ବୃଦ୍ଧି ପାଇବ..

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୯ ତାରିଖ ସୋମବାର । ଚନ୍ଦ୍ର- ସିଂହ ରାତ୍ରି ୦୧.୪୪ ଗତେ କନ୍ୟା । ତିଥି- ୪ର୍ଥୀ ଅହୋରାତ୍ର । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର,ରାତ୍ରି ୦୧.୪୪ ଗତେ ବୃଷ ରାଶିର ।

Aquarius

କୁମ୍ଭ

Monday 29 Jan 2024

ଧନିଷ୍ଠା - ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆଜି କୌଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ । 
ଶତଭିଷା - ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୌଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।
ପୂ,ଭାଦ୍ରପଦ - ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :