• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th January 2024: ଏହି ରାଶିର ବ୍ୟକ୍ତିମାନଙ୍କର ପୁରାତନ ରୋଗର ପୀଡା ବୃଦ୍ଧି ପାଇବ..

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୯ ତାରିଖ ସୋମବାର । ଚନ୍ଦ୍ର- ସିଂହ ରାତ୍ରି ୦୧.୪୪ ଗତେ କନ୍ୟା । ତିଥି- ୪ର୍ଥୀ ଅହୋରାତ୍ର । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର,ରାତ୍ରି ୦୧.୪୪ ଗତେ ବୃଷ ରାଶିର ।

Gemini

ମିଥୁନ

Monday 29 Jan 2024

ମୃଗଶିରା - ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।

ଆଦ୍ରା - ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହାୟତା କରିବେ । ପରିବାର ମଧ୍ୟରେ ନିଜର ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ ।

ପୁନର୍ବସୁ - ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । କଚେରି ମାମଲା କାରଣରୁ ଉଦ୍ୱେଗ ବୃଦ୍ଧି ପାଇବ । ମହିଳା ମାନେ ସମସ୍ୟାରେ ରହିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :