• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th January 2024: ଏହି ରାଶିର ବ୍ୟକ୍ତିମାନଙ୍କର ପୁରାତନ ରୋଗର ପୀଡା ବୃଦ୍ଧି ପାଇବ..

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୯ ତାରିଖ ସୋମବାର । ଚନ୍ଦ୍ର- ସିଂହ ରାତ୍ରି ୦୧.୪୪ ଗତେ କନ୍ୟା । ତିଥି- ୪ର୍ଥୀ ଅହୋରାତ୍ର । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର,ରାତ୍ରି ୦୧.୪୪ ଗତେ ବୃଷ ରାଶିର ।

Cancer

କର୍କଟ

Monday 29 Jan 2024

ପୁନର୍ବସୁ - କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ପୁଷ୍ୟା - ଅଫିସରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡା କଥା କହିପାରନ୍ତି ।  ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତି ପର୍ବ ଜୋରଦାର କରିପାରନ୍ତି ।
ଅଶ୍ଲେଷା - ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ମହିଳା ମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ।
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :