• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th January 2024: ଏହି ରାଶିର ବ୍ୟକ୍ତିମାନଙ୍କର ପୁରାତନ ରୋଗର ପୀଡା ବୃଦ୍ଧି ପାଇବ..

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୯ ତାରିଖ ସୋମବାର । ଚନ୍ଦ୍ର- ସିଂହ ରାତ୍ରି ୦୧.୪୪ ଗତେ କନ୍ୟା । ତିଥି- ୪ର୍ଥୀ ଅହୋରାତ୍ର । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର,ରାତ୍ରି ୦୧.୪୪ ଗତେ ବୃଷ ରାଶିର ।

Leo

ସିଂହ

Monday 29 Jan 2024

ମଘା - ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ ।
ପୂ,ଫାଲଗୁନି - ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ ।
ଉ,ଫାଲଗୁନି - ବ୍ୟବସାୟରେ ଆଶା ଅନୂରୂପ ଫଳ ପାଇବେ । ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ମହିଳା ମାନେ ଦାୟିତ୍ୱବାନ୍ ରହିବେ ।
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :