• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th January 2024: ଏହି ରାଶିର ବ୍ୟକ୍ତିମାନଙ୍କର ପୁରାତନ ରୋଗର ପୀଡା ବୃଦ୍ଧି ପାଇବ..

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୯ ତାରିଖ ସୋମବାର । ଚନ୍ଦ୍ର- ସିଂହ ରାତ୍ରି ୦୧.୪୪ ଗତେ କନ୍ୟା । ତିଥି- ୪ର୍ଥୀ ଅହୋରାତ୍ର । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର,ରାତ୍ରି ୦୧.୪୪ ଗତେ ବୃଷ ରାଶିର ।

Virgo

କନ୍ୟା

Monday 29 Jan 2024

ଉ,ଫଳଗୁନି - ମାନସିକ ଅସ୍ଥିରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନନ୍ୟ କାରଣ ହୋଇପାରେ । ପରିବାରରେ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି ।
ହସ୍ତା - ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।
ଚିତ୍ରା - ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ।
ପ୍ରତିକାର -    ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :