• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th January 2024: ଏହି ରାଶିର ବ୍ୟକ୍ତିମାନଙ୍କର ପୁରାତନ ରୋଗର ପୀଡା ବୃଦ୍ଧି ପାଇବ..

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୯ ତାରିଖ ସୋମବାର । ଚନ୍ଦ୍ର- ସିଂହ ରାତ୍ରି ୦୧.୪୪ ଗତେ କନ୍ୟା । ତିଥି- ୪ର୍ଥୀ ଅହୋରାତ୍ର । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର,ରାତ୍ରି ୦୧.୪୪ ଗତେ ବୃଷ ରାଶିର ।

Libra

ତୁଳା

Monday 29 Jan 2024

ଚିତ୍ରା - ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ ।
ସ୍ୱାତୀ - ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ ।
ବିଶାଖା - ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ । ମକଦ୍ଦମାରେ ଜୟଲାଭ କରିବେ ।
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :