• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th January 2024: ଏହି ରାଶିର ବ୍ୟକ୍ତିମାନଙ୍କର ପୁରାତନ ରୋଗର ପୀଡା ବୃଦ୍ଧି ପାଇବ..

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୯ ତାରିଖ ସୋମବାର । ଚନ୍ଦ୍ର- ସିଂହ ରାତ୍ରି ୦୧.୪୪ ଗତେ କନ୍ୟା । ତିଥି- ୪ର୍ଥୀ ଅହୋରାତ୍ର । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର,ରାତ୍ରି ୦୧.୪୪ ଗତେ ବୃଷ ରାଶିର ।

Scorpio

ବିଛା

Monday 29 Jan 2024

ବିଶାଖା - ପ୍ରେମ ଜୀବନରେ ଉତ୍ତମ ବୁଝାବଣା ରହିବ ।  ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ଅନୁରାଧା - ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନୀତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାଯ୍ୟ ପାଇବେ ।

ଜ୍ୟେଷ୍ଠା - ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ମାଲି ମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :