• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th January 2024: ଏହି ରାଶିର ବ୍ୟକ୍ତିମାନଙ୍କର ପୁରାତନ ରୋଗର ପୀଡା ବୃଦ୍ଧି ପାଇବ..

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୯ ତାରିଖ ସୋମବାର । ଚନ୍ଦ୍ର- ସିଂହ ରାତ୍ରି ୦୧.୪୪ ଗତେ କନ୍ୟା । ତିଥି- ୪ର୍ଥୀ ଅହୋରାତ୍ର । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର,ରାତ୍ରି ୦୧.୪୪ ଗତେ ବୃଷ ରାଶିର ।

Capricorn

ମକର

Monday 29 Jan 2024

ଉ,ଷାଢା - ମାନସିକ ସୁସ୍ଥତା ରହି ନପାରେ । ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । 
ଶ୍ରବଣା - ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।  
ଧନିଷ୍ଠା - ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଡୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ମହିଳା ମାନେ ଚିନ୍ତିତ ରହିବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠିତ ହେବେ ।
ପ୍ରତିକାର – ମା ଶାରଳାଙ୍କ ଆରାଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :