• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2023: ସାବଧାନ ! ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ଦେଖାଦେବ ସମସ୍ୟା

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର - ବିଛା ଅହୋରାତ୍ର । ତିଥି - ୧୧ଶୀ ଦିବା ୦୧.୦୫ ଗତେ ୧୨ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୩୩ ଗତେ ତୁଳା, କୁମ୍ଭ । ଘାତ ବାର - ବୃଷ, ସିଂହ ଓ କନ୍ୟା ।

Taurus

ବୃଷ

Saturday 29 Jul 2023

କୃତିକା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ । 

ରୋହିଣୀ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।

ମୃଗଶିରା- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡ଼ିରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର - ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ