• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2023: ସାବଧାନ ! ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ଦେଖାଦେବ ସମସ୍ୟା

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର - ବିଛା ଅହୋରାତ୍ର । ତିଥି - ୧୧ଶୀ ଦିବା ୦୧.୦୫ ଗତେ ୧୨ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୩୩ ଗତେ ତୁଳା, କୁମ୍ଭ । ଘାତ ବାର - ବୃଷ, ସିଂହ ଓ କନ୍ୟା ।

Aquarius

କୁମ୍ଭ

Saturday 29 Jul 2023

ଧନିଷ୍ଠା- ରୋଗ ସାମୟିକ ହେଲେ ମଧ୍ୟ, ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରରେ ସମପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।

ଶତଭିଷା - କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ ।  ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ । ଚାକିରି କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।

ପୂ, ଭାଦ୍ରପଦ - ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର - ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ