• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2023: ସାବଧାନ ! ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ଦେଖାଦେବ ସମସ୍ୟା

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର - ବିଛା ଅହୋରାତ୍ର । ତିଥି - ୧୧ଶୀ ଦିବା ୦୧.୦୫ ଗତେ ୧୨ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୩୩ ଗତେ ତୁଳା, କୁମ୍ଭ । ଘାତ ବାର - ବୃଷ, ସିଂହ ଓ କନ୍ୟା ।

Pisces

ମୀନ

Saturday 29 Jul 2023

ପୂ, ଭାଦ୍ରପଦ - ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।

ଉ, ଭାଦ୍ରପଦ- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ଅସୁବିଧାରେ ପକାଇପାରେ ।

ରେବତୀ- ଜମିବାଡ଼ି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।

ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର - ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ