• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2023: ସାବଧାନ ! ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ଦେଖାଦେବ ସମସ୍ୟା

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର - ବିଛା ଅହୋରାତ୍ର । ତିଥି - ୧୧ଶୀ ଦିବା ୦୧.୦୫ ଗତେ ୧୨ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୩୩ ଗତେ ତୁଳା, କୁମ୍ଭ । ଘାତ ବାର - ବୃଷ, ସିଂହ ଓ କନ୍ୟା ।

Leo

ସିଂହ

Saturday 29 Jul 2023

ମଘା - ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ ।

ପୂ, ଫାଲଗୁନୀ - ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ୍ ଓ ଟିକସ କର୍ମଚାରୀମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କ୍ୟାରିୟରରେ ଭଲ ଫଳାଫଳ ପାଇବେ ।

ଉ,ଫାଲଗୁନୀ - କର୍ମକ୍ଷେତ୍ରରେ ଉଚ୍ଚ କର୍ମକତ୍ତାଙ୍କ ସହିତ ମତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳା ମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର - ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ