• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2023: ସାବଧାନ ! ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ଦେଖାଦେବ ସମସ୍ୟା

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର - ବିଛା ଅହୋରାତ୍ର । ତିଥି - ୧୧ଶୀ ଦିବା ୦୧.୦୫ ଗତେ ୧୨ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୩୩ ଗତେ ତୁଳା, କୁମ୍ଭ । ଘାତ ବାର - ବୃଷ, ସିଂହ ଓ କନ୍ୟା ।

Scorpio

ବିଛା

Saturday 29 Jul 2023

ବିଶାଖା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଅନୁରାଧା- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ ।

ଜ୍ୟୋଷ୍ଠା- ଜୀବନରେ କିଛି ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।

ମହିଳାମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡ଼ିବ

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ