• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2023: ସାବଧାନ ! ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ଦେଖାଦେବ ସମସ୍ୟା

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର - ବିଛା ଅହୋରାତ୍ର । ତିଥି - ୧୧ଶୀ ଦିବା ୦୧.୦୫ ଗତେ ୧୨ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୩୩ ଗତେ ତୁଳା, କୁମ୍ଭ । ଘାତ ବାର - ବୃଷ, ସିଂହ ଓ କନ୍ୟା ।

Sagittarius

ଧନୁ

Saturday 29 Jul 2023

ମୂଳା - ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖ ଶାନ୍ତି ବୃଦ୍ଧି ପାଇବ । ବ୍ୟବସାୟ ଓ ପେସାଦାର ମାନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।

ପୂ, ଷାଢା - ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ଖଟି ନିଜର ଭାବ ମୂର୍ତ୍ତୀକୁ ବଜାୟ ରଖିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।

ଉ, ଷାଢ଼ା - ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ । ମହିଳା ମାନଙ୍କୁ ନୂଆ ଚାକିରିର ସୁଯୋଗ ମିଳିବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ