Daily Horoscope 29th July 2023: ସାବଧାନ ! ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ଦେଖାଦେବ ସମସ୍ୟା

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର - ବିଛା ଅହୋରାତ୍ର । ତିଥି - ୧୧ଶୀ ଦିବା ୦୧.୦୫ ଗତେ ୧୨ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୩୩ ଗତେ ତୁଳା, କୁମ୍ଭ । ଘାତ ବାର - ବୃଷ, ସିଂହ ଓ କନ୍ୟା ।

Aries

ମେଷ

Saturday 29 Jul 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ ।

ଦ୍ୱିଜା- ଭାଇ ଭଉଣୀ ପାଇଁ ପାରିବାରିକ ଶାନ୍ତି କେତେକାଂଶରେ ଦେଖାଦେବ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତ କରି ଉଚିତ୍ କାର୍ଯ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ । 

କୃତିକା- କାହାର ଗ୍ୟାରେଣ୍ଟି ନେବା ଠାରୁ ଦୂରେଇ ରୁହନ୍ତୁ । ମହିଳା ମାନଙ୍କର ଖ୍ୟାତି ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ