• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର। ଚନ୍ଦ୍ର- ମେଷ ଦିବା ୦୪.୪୫ ଗତେ ବୃଷ । ତିଥି- ୯ମୀ ସନ୍ଧ୍ୟା ୦୫.୫୬ ଗତେ ୧୦ମୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୪.୪୫ ଗତେ ବିଛା ରାଶିର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୧୦.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Taurus

ବୃଷ

Monday 29 Jul 2024

ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :