• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର। ଚନ୍ଦ୍ର- ମେଷ ଦିବା ୦୪.୪୫ ଗତେ ବୃଷ । ତିଥି- ୯ମୀ ସନ୍ଧ୍ୟା ୦୫.୫୬ ଗତେ ୧୦ମୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୪.୪୫ ଗତେ ବିଛା ରାଶିର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୧୦.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Pisces

ମୀନ

Monday 29 Jul 2024

ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧ ସୁଯୋଗ ପାଇବେ । ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :