• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର। ଚନ୍ଦ୍ର- ମେଷ ଦିବା ୦୪.୪୫ ଗତେ ବୃଷ । ତିଥି- ୯ମୀ ସନ୍ଧ୍ୟା ୦୫.୫୬ ଗତେ ୧୦ମୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୪.୪୫ ଗତେ ବିଛା ରାଶିର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୧୦.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Gemini

ମିଥୁନ

Monday 29 Jul 2024

ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାରେ ଉନ୍ନତମାନର ଫଳପାଇବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶତ୍ରୁମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ନୂତନ ଯାନବାହନ ଆଦି ପ୍ରାପ୍ତ ହେବାର ଯୋଗ ଅଛି ।

ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :