• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର। ଚନ୍ଦ୍ର- ମେଷ ଦିବା ୦୪.୪୫ ଗତେ ବୃଷ । ତିଥି- ୯ମୀ ସନ୍ଧ୍ୟା ୦୫.୫୬ ଗତେ ୧୦ମୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୪.୪୫ ଗତେ ବିଛା ରାଶିର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୧୦.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Leo

ସିଂହ

Monday 29 Jul 2024

କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରିବେ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ନିଜର କାର୍ଯ୍ୟ ସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :