ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର। ଚନ୍ଦ୍ର- ମେଷ ଦିବା ୦୪.୪୫ ଗତେ ବୃଷ । ତିଥି- ୯ମୀ ସନ୍ଧ୍ୟା ୦୫.୫୬ ଗତେ ୧୦ମୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୪.୪୫ ଗତେ ବିଛା ରାଶିର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୧୦.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ମାନସିକ ଶାନ୍ତି ଅନୁଭବ କରିବେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରନ୍ତି । ଶତ୍ରୁମନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ମହିଳା ମାନେ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ।
ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬