• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର। ଚନ୍ଦ୍ର- ମେଷ ଦିବା ୦୪.୪୫ ଗତେ ବୃଷ । ତିଥି- ୯ମୀ ସନ୍ଧ୍ୟା ୦୫.୫୬ ଗତେ ୧୦ମୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୪.୪୫ ଗତେ ବିଛା ରାଶିର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୧୦.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Scorpio

ବିଛା

Monday 29 Jul 2024

ଆଲୋଚନା କ୍ଷେତ୍ରରେ କଡା ଭାଷାର ପରିଣାମ ଭୋଗିବାକୁ ପଡିପାରେ । ଶତ୍ରୁତା କରୁଥିବା ଲୋକେ ମଧ୍ୟ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ରାଜନୀତି, ସଙ୍ଗଠନ, ଆଇନ,ପ୍ରକାଶନ କ୍ଷେତ୍ରରେ ଯେମିତି ଇଚ୍ଛା କରୁଛନ୍ତି ତାହା ପାଇବେ । ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣମାନେ ଖୁସି ଅନୁଭବ କରିବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :