Daily Horoscope 29th July 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର। ଚନ୍ଦ୍ର- ମେଷ ଦିବା ୦୪.୪୫ ଗତେ ବୃଷ । ତିଥି- ୯ମୀ ସନ୍ଧ୍ୟା ୦୫.୫୬ ଗତେ ୧୦ମୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୪.୪୫ ଗତେ ବିଛା ରାଶିର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୧୦.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aries

ମେଷ

Monday 29 Jul 2024

ମନକଥା ମନରେ ରଖି ବନ୍ଧୁଙ୍କ ସହିତ ମିଶିଲେ ଭଲ ହେବ । ବ୍ୟବସାୟୀମାନଙ୍କର ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଛାତ୍ରଛାତ୍ରୀମାନଙ୍କର ମାନସିକ ବିକାଶ ଘଟିବ । ସେବା ସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।

ପ୍ରତିକାର - ମା’ ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :