ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୦୪.୨୯ ଗତେ କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୦୨.୪୨ ଗତେ ୨ ପାଦ
ଅଶ୍ୱନୀ- ପେଟରେ କୈାଣସି ରୋଗ ହେବାର ଲକ୍ଷଣ ଦେଖା ଦେଇପାରେ । ପରିବାର ସଦସ୍ୟ ମାନଙ୍କ ଭିତରେ ସମନ୍ୱୟ ଭଲ ରହିବ । ଜୀବନ ସାଥୀଙ୍କ ସହିତ ବୁଲିବା ପାଇଁ ଯାଇପାରନ୍ତି ।
ଦ୍ୱିଜା- ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ । ଛାତ୍ରମାନେ ଶିକ୍ଷା ସମ୍ବନ୍ଧୀୟ ସୂଚନା ମଧ୍ୟ ପାଇବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।
କୃତିକା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ
ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯