ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୦୪.୨୯ ଗତେ କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୦୨.୪୨ ଗତେ ୨ ପାଦ
କୃତିକା- ସ୍ୱାସ୍ଥ୍ୟ ସମସ୍ୟା ଅନେକାଂଶରେ କମ୍ ରହିବ କିନ୍ତୁ ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାକରି ପାରନ୍ତି । ଅଧାରୁ ଛାଡିଦେଇଥିବା ବ୍ୟବସାୟକୁ ପୁନର୍ବାର ଆରମ୍ଭ କରିବେ । ପିତା.ମାତାଙ୍କ ଆର୍ଶିବାଦ ସହ ଆପଣ ସବୁ କାର୍ୟ୍ୟ ସମ୍ପନ୍ନ କରିବେ
ରୋହିଣୀ- ବିବାହ ଜୀବନରେ ପ୍ରେମ ବଢିପାରେ । ସମ୍ପତି ମାମଲା ମଧ୍ୟସ୍ଥତା ଦ୍ୱାରା ଦୂର ହେବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଆପଣ ସକାରତ୍ମକ ରହିଲେ ମନରେ ନୂଆ ଆଶା ଜନ୍ମିବ
ମୃଗଶିରା- କୋର୍ଟର ଫଇସଲା ଆପଣଙ୍କ ପାଖକୁ ଆସିପାରେ । କାରବାରରେ ବକୟ ଅର୍ଥ ପାଇବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବେ
ପ୍ରତିକାର – ମାଆ କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬