Advertisment

Daily Horoscope 29th June 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଭୂମି ବା ଗୃହ କ୍ରୟ କରିପାରନ୍ତି

author-image
Pallipuspa Samal
Daily Horoscope 29th June 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଭୂମି ବା ଗୃହ କ୍ରୟ କରିପାରନ୍ତି
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୦୪.୨୯ ଗତେ କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୦୨.୪୨ ଗତେ ୨ ପାଦ