ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୦୪.୨୯ ଗତେ କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୦୨.୪୨ ଗତେ ୨ ପାଦ
ମୃଗଶିରା- ମାନସିକ ସ୍ତରରେ ଉନ୍ନତି ଆସିବ । ବୈାବାହିକ ଜୀବନରେ ସାମାନ୍ୟ ଅସୁବିଧା ଦେଖାଦେଇପାରେ । ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।
ଆଦ୍ରା- ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ସକାରତ୍ମକ ଶକ୍ତିରେ ପୂର୍ଣ୍ଣ ରହିବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ ।
ପୁନର୍ବସୁ- ଅନ୍ୟ ରାଜ୍ୟକୁ ବ୍ୟପାର କରିବାକୁ ଯାଇ ପାରନ୍ତି । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ ।
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫