ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୦୪.୨୯ ଗତେ କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୦୨.୪୨ ଗତେ ୨ ପାଦ
ପୁନର୍ବସୁ- ଆପଣଙ୍କର ମାନସିକ ଚାପ କିଛି ପରିମାଣରେ ନିୟନ୍ତ୍ରଣରେ ରହିବ । କର୍ମକ୍ଷେତ୍ରରେ ଅଧିକ ଯତ୍ନବାନ ହେବାକୁ ପଡିବ। ଅବିବାହିତଙ୍କୁ ଯୁବକ ଯୁବତୀ ମାନଙ୍କୁ କୈାଣସି ସମାରୋହରେ ଜୀବନସାଥି ମିଳିପାରେ ।
ପୁଷ୍ୟା- ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ସଙ୍ଗୀତ କ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି । ଭାତୃ ସଂପର୍କରେ ଉନ୍ନତି ଘଟିବ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି ।
ଅଶ୍ଳେଷା- ବିବାହିତଙ୍କ ପାଇଁ ଦିନଟି ଶୁଭ ରହିବ । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ । ଉତମ ସମୟର ଲାଭ ଉଠାଇ ପାରିବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨