ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୦୪.୨୯ ଗତେ କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୦୨.୪୨ ଗତେ ୨ ପାଦ
ଉ- ଫାଲ୍ଗୁନୀ- ବ୍ୟବସାୟରେ କିଛି ନୂତନ ଚୁକ୍ତି ପତ୍ର ସମ୍ପାଦନା କରିପାରନ୍ତି । ଅତ୍ୟଧିକ କାର୍ୟ୍ୟ ଭାରର ଚାପ ଆପଣଙ୍କୁ ପ୍ରଭାବିତ କରିପାରେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।
ହସ୍ତା- ଅବିବାହିତ ଯୁବକ ଯୁବତୀ ମାନେ ନିଜ ମନ ପସନ୍ଦର ଜୀବନ ସାଥୀ ଚୟନ କରିବେ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି । ସଫଳତା ଶୀର୍ଷରେ ପହଞ୍ଚାଇବା ପାଇଁ ସଂଘର୍ଷ ଜାରି ରଖିବେ ।
ଚିତ୍ରା- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ ।
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫