ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୦୪.୨୯ ଗତେ କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୦୨.୪୨ ଗତେ ୨ ପାଦ
ବିଶାଖା- ହଜମ ପ୍ରକ୍ରିୟା, ସ୍ନାୟୁ ସମସ୍ୟାରେ ହଇରାଣ ହୋଇପାରନ୍ତି । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ପରିବାରରେ ଚାଲିଥିବା ସମସ୍ତ ପ୍ରକାର ବାଦ ବିବାଦର ସମାଧାନ କରିବେ ଓ ପତୀ ପତ୍ନୀଙ୍କ ସମ୍ପର୍କରେ ଉନ୍ନତି ଆଣିବେ ।
ଅନୁରାଧା- କ୍ୟାରିୟର ଦୃଷ୍ଟିରୁ ବହୁତ ଭଲ ଫଳାଫଳ ପାଇବେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ । ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ ।
ଜ୍ୟୋଷ୍ଠା- ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ନିଦ୍ଧିଷ୍ଟ କାର୍ୟ୍ୟରେ କୃତକାର୍ଯ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ । ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ ।
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯