ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୦୪.୨୯ ଗତେ କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୦୨.୪୨ ଗତେ ୨ ପାଦ
ମୂଳା- ଆଧାତ୍ମିକ ଦିଗ ପ୍ରତି ଅନୁପ୍ରାଣିତ ହୋଇପାରନ୍ତି । ଆପଣ ବିଦେଶୀ ଯୋଗାଯୋଗରୁ ମଧ୍ୟ ଲାଭ ପାଇବେ ଏବଂ ବ୍ୟବସାୟରେ ବୃଦ୍ଧି ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।
ପୂ, ଷାଢା- ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି
ଉ, ଷାଢା- ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି । ଧର୍ମ ଓ ସାଂସୃତିକ କାର୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩