ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୦୪.୨୯ ଗତେ କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୦୨.୪୨ ଗତେ ୨ ପାଦ
ଉ, ଷାଢା- ଶାରୀରିକ କ୍ଲେଶ ଦ୍ୱର ହୋଇଯିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ
ଶ୍ରବଣା- ଭାଇ ଭଉଣୀଙ୍କର ସମ୍ପର୍କରେ ଉନ୍ନତି ଆଣିବେ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ। ସଞ୍ଚିତ ଅର୍ଥ ଖର୍ଚ୍ଚ ହେବାର ଯୋଗ ରହିଛି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ
ଧନିଷ୍ଠା- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ
ପ୍ରତିକାର – ମାଆ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮