• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୩ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୭ମୀ ରାତ୍ରି ୦୯.୩୩ ଗତେ ୮ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୦୯.୩୩ ପର୍ଯ୍ୟନ୍ତ , ତାପରେ ନିଶାନ୍ତ ୦୫.୦୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ।

Aries

ମେଷ

Saturday 29 Jun 2024

ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।

ଦ୍ୱିଜା- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।

କୃତିକା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହୋଇ ପାରନ୍ତି । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :