• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୩ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୭ମୀ ରାତ୍ରି ୦୯.୩୩ ଗତେ ୮ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୦୯.୩୩ ପର୍ଯ୍ୟନ୍ତ , ତାପରେ ନିଶାନ୍ତ ୦୫.୦୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ।

Taurus

ବୃଷ

Saturday 29 Jun 2024

କୃତିକା- ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ

ରୋହିଣୀ- ଛାତ୍ରଛାତ୍ରି ମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ

ମୃଗଶିରା- ଶତୃମାନେ ମିତ୍ରପରି ବ୍ୟବହାର କରିବେ । ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :