• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୩ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୭ମୀ ରାତ୍ରି ୦୯.୩୩ ଗତେ ୮ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୦୯.୩୩ ପର୍ଯ୍ୟନ୍ତ , ତାପରେ ନିଶାନ୍ତ ୦୫.୦୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ।

Pisces

ମୀନ

Saturday 29 Jun 2024

ପୂ,ଭାଦ୍ରପଦ- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ

ଉ,ଭାଦ୍ରପଦ- ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।

ରେବତୀ- ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।

ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :