• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୩ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୭ମୀ ରାତ୍ରି ୦୯.୩୩ ଗତେ ୮ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୦୯.୩୩ ପର୍ଯ୍ୟନ୍ତ , ତାପରେ ନିଶାନ୍ତ ୦୫.୦୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ।

Scorpio

ବିଛା

Saturday 29 Jun 2024

ମୂଳା- ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି ।

ପୂ,ଷାଢା- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ ।

ଉ,ଷାଢା- ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :