• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2023: ଏହି ରାଶି ବ୍ୟକ୍ତିଙ୍କ କ୍ଷେତ୍ରରେ ରହିଛି ଧନପ୍ରାପ୍ତିର ଯୋଗ, ଜାଣନ୍ତୁ...

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୮ମୀ ରାତ୍ରି ୦୯.୦୭ ଗତେ ୯ମୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର । ଘାତ ବାର - କର୍କଟ ।

Aquarius

କୁମ୍ଭ

Wednesday 29 Mar 2023

ଧନିଷ୍ଠା- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ ।

ଶତଭିଷା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ ।

ପୂ, ଭାଦ୍ରପଦ- ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ