• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2023: ଏହି ରାଶି ବ୍ୟକ୍ତିଙ୍କ କ୍ଷେତ୍ରରେ ରହିଛି ଧନପ୍ରାପ୍ତିର ଯୋଗ, ଜାଣନ୍ତୁ...

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୮ମୀ ରାତ୍ରି ୦୯.୦୭ ଗତେ ୯ମୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର । ଘାତ ବାର - କର୍କଟ ।

Pisces

ମୀନ

Wednesday 29 Mar 2023

ପୂ, ଭାଦ୍ରପଦ- ଶାରିରୀକ ପିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ । ଘରର ବାତାବରଣ ଶାନ୍ତିମୟ ରହିବ ।

ଉ, ଭାଦ୍ରପଦ- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଛାତ୍ର ମାନେ ମୈଳିକ ବୁଦ୍ଧିର ଉପଯୋଗ କରିବେ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ରେବତୀ- କୋର୍ଟର ତାରିଖ ସ୍ଥିର ଧାର୍ଯ୍ୟ ହେବ । ମହିଳାମାନେ କର୍ମତତ୍ପର ରହିବେ । ସରକାରୀ କ୍ଷେତ୍ରରେ ଲାଭ ହେବାର ସମ୍ଭାବନା ଅଛି । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ