• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2023: ଏହି ରାଶି ବ୍ୟକ୍ତିଙ୍କ କ୍ଷେତ୍ରରେ ରହିଛି ଧନପ୍ରାପ୍ତିର ଯୋଗ, ଜାଣନ୍ତୁ...

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୮ମୀ ରାତ୍ରି ୦୯.୦୭ ଗତେ ୯ମୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର । ଘାତ ବାର - କର୍କଟ ।

Gemini

ମିଥୁନ

Wednesday 29 Mar 2023

ମୃଗଶିରା-  ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କୌଣସି ନୂତନ ଯାନ, ବାହନ କିଣି ପାରନ୍ତି । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ଆଦ୍ରା-  ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ ।

ପୁନର୍ବସୁ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ, ମଧ୍ୟମ ଧରଣର ଫଳ ପାଇବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । 

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ