• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2023: ଏହି ରାଶି ବ୍ୟକ୍ତିଙ୍କ କ୍ଷେତ୍ରରେ ରହିଛି ଧନପ୍ରାପ୍ତିର ଯୋଗ, ଜାଣନ୍ତୁ...

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୮ମୀ ରାତ୍ରି ୦୯.୦୭ ଗତେ ୯ମୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର । ଘାତ ବାର - କର୍କଟ ।

Leo

ସିଂହ

Wednesday 29 Mar 2023

ମଘା- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ପୂ- ଫାଲ୍‌ଗୁନୀ- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।

ଉ- ଫାଲ୍‌ଗୁନୀ- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନୀତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ