• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2023: ଏହି ରାଶି ବ୍ୟକ୍ତିଙ୍କ କ୍ଷେତ୍ରରେ ରହିଛି ଧନପ୍ରାପ୍ତିର ଯୋଗ, ଜାଣନ୍ତୁ...

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୮ମୀ ରାତ୍ରି ୦୯.୦୭ ଗତେ ୯ମୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର । ଘାତ ବାର - କର୍କଟ ।

Sagittarius

ଧନୁ

Wednesday 29 Mar 2023

ମୂଳା- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । କୌଣସି ବଡ ସୁବିଧା ମିଳିବା  ଯୋଗୁଁ ଧନ ଲାଭ ହେବ । ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ ।

ପୂ, ଷାଢା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।

ଉ, ଷାଢା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବିଦ୍ୟାର୍ଥୀମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର -୫ଟି ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ