• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2023: ଏହି ରାଶି ବ୍ୟକ୍ତିଙ୍କ କ୍ଷେତ୍ରରେ ରହିଛି ଧନପ୍ରାପ୍ତିର ଯୋଗ, ଜାଣନ୍ତୁ...

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୮ମୀ ରାତ୍ରି ୦୯.୦୭ ଗତେ ୯ମୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର । ଘାତ ବାର - କର୍କଟ ।

Capricorn

ମକର

Wednesday 29 Mar 2023

ଉ, ଷାଢା- ବିଶେଃଷ ସୂତ୍ରରୁ ଅର୍ଥ ଲାଭ କରିବେ । ରକ୍ତ ସମ୍ପର୍କୀୟ ଜଣେ ବନ୍ଧୁଙ୍କ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ, ସୁଯୋଗ ପାଇ କାମ ହାସଲ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ ।

ଶ୍ରବଣା- ରାଜନୀତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ ।

ଧନିଷ୍ଠା- ଅଦାଲତରୁ ଶୁଭଫଳ ପାଇବେ । ମହିଳାମାନେ ବନ୍ଧୁଙ୍କ ସାମନାରେ ମନକଥା ଖୋଲିକି କହିବେ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । 

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ