• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ଦିବା ୦୨.୦୮ ଗତେ ବିଛା,ତିଥ- ୪ର୍ଥୀ ରାତ୍ରୀ ୦୮.୨୧ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୮.୩୫ ପର୍ଯ୍ୟନ୍ତ ।

Taurus

ବୃଷ

Friday 29 Mar 2024

କୃତିକା- କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ

ରୋହିଣୀ- ଅଫିସ୍ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । ଜମିଜମା କାରବାରରେ ଠକାମୀରେ ପଡି ପାରନ୍ତି । ପ୍ରଶାସନିକ ସ୍ତରରେ ଅଭିଯୋଗ ଆସିପାରେ

ମୃଗଶିରା- ନୂଆ ବ୍ୟବସାୟ ପାଇଁ ଶୁଭ ଦିନ ରହିବ । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :